Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଭିଜିଲାନ୍ସ ଜାଲରେ OBCC ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥ

Swayangprajna Mishra
Browse all articles by Swayangprajna Mishra
·1 year ago
ଭିଜିଲାନ୍ସ ଜାଲରେ OBCC ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥ

ଅର୍ଗସ ବ୍ୟୁରୋ : ଭିଜିଲାନ୍ସ ଜାଲରେ OBCC ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ରେଡ୍ କରିଛି ଭିଜିଲାନ୍ସ ।

ଅଧିକ ପଢନ୍ତୁ : ବାଲେଶ୍ୱର ଜଳସେଚନ ବିଭାଗର ଅଧିକ୍ଷଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ଭୁବନେଶ୍ବର, କଟକ, ଭଦ୍ରକ, ଯାଜପୁର, ଖୋର୍ଦ୍ଧା ସମେତ 12ଟି ସ୍ଥାନରେ ଚଢାଉ ଜାରି । ରେଡରେ ୯ ଡିଏସ୍‌ପି ଓ ୧୧ ଇନ୍ସପେକ୍ଟର ସାମିଲ୍ ଅଛନ୍ତି । 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Vigilance has raided various places including the house of the engineer | Argus News