Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଢେଙ୍କାନାଳ ସଦର ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍‌ 

Manini Pattanayak
Browse all articles by Manini Pattanayak
·1 year ago
ଢେଙ୍କାନାଳ ସଦର ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍‌ 

ଢେଙ୍କାନାଳ: ଢେଙ୍କାନାଳ ସଦର ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍‌ । ରେଞ୍ଜର ବିଭୁଦାନନ୍ଦ ମିଶ୍ରଙ୍କ ଘର ସମେତ ୮ଟି ସ୍ଥାନରେ ରେଡ୍ କରୁଛି ଭିଜିଲାନ୍ସ ।
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍‌ । ରେଞ୍ଜ ଅଫିସ, କାଲଟାକ୍ସ ସ୍ଥିତ ଘର, ଖୁଣ୍ଟୁଣି ସ୍ଥିତ ଘରେ ଭିଜିଲାନ୍ସ ଚଢାଉ ।

ଅଧିକ ପଢନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Vigilance is raiding 8 places including the house of Ranger Bibhudananda Mishra | Argus News