Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଅତିରିକ୍ତ ଯୋଗାଣ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢାଉ

Ritu Das
Browse all articles by Ritu Das
·1 year ago
ଅତିରିକ୍ତ ଯୋଗାଣ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ଅର୍ଗସ ବ୍ୟୁରୋ: କେନ୍ଦ୍ରାପଡା ଅତିରିକ୍ତ ଯୋଗାଣ ଅଧିକାରୀ ପ୍ରଦୀପ କୁମାର ମହାପାତ୍ରଙ୍କ ଘରେ ସକାଳୁ ସକାଳୁ ଚଢାଉ କରିଛି ଭିଜିଲାନ୍ସ ଟିମ୍ । ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକାକାଳୀନ ୫ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ। 

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ  ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ୪ ଜଣ ଡିଏସପି,  ଜଣେ ଏଏସ୍ କମାଣ୍ଡାଣ୍ଟ, ୫ ଜଣ ଇନ୍ସପେକ୍ଟର ଓ ଅନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ୫ଟି ସ୍ଥାନରେ ଚଢଉ ହୋଇଛି  । ଭିଜିଲାନ୍ସ ପକ୍ଷରୁ ଜାରି ହୋଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଭୁବନେଶ୍ୱର,  କେନ୍ଦ୍ରାପଡ଼ା, କଟକ କଲ୍ୟାଣୀନଗର ସମେତ ୫ ଜାଗାରେ ରେଡ୍ ଚାଲିଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
vigilance raid | Argus News