Videos
|
Odisha

ଭିଜିଲାନ୍ସ ପଞ୍ଝାରେ ବୌଦ୍ଧ MVI ଗୋଲାପ ଚନ୍ଦ୍ର ହାଁସଦା, ଘର ସମେତ ୬ଟି ସ୍ଥାନରେ ଏକକାଳୀନ ରେଡ୍

Smruti Parija
Browse all articles by Smruti Parija
·1 year ago
ଭିଜିଲାନ୍ସ ପଞ୍ଝାରେ ବୌଦ୍ଧ MVI ଗୋଲାପ ଚନ୍ଦ୍ର ହାଁସଦା, ଘର ସମେତ ୬ଟି ସ୍ଥାନରେ ଏକକାଳୀନ ରେଡ୍

Key Points

ଭିଜିଲାନ୍ସ ପଞ୍ଝାରେ ବୌଦ୍ଧ MVI ଗୋଲାପ ଚନ୍ଦ୍ର ହାଁସଦା
ଘର ସମେତ ୬ଟି ସ୍ଥାନରେ ଏକକାଳୀନ ରେଡ୍

ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଚଢାଉ

ଭିଜିଲାନ୍ସ ପଞ୍ଝାରେ ବୌଦ୍ଧ MVI ଗୋଲାପ ଚନ୍ଦ୍ର ହାଁସଦା । ଘର ସମେତ ୬ଟି ସ୍ଥାନରେ ଏକକାଳୀନ ରେଡ୍ । ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଚଢାଉ କରୁଛି ଭିଜିଲାନ୍ସ । ଭୁବନେଶ୍ୱର, ବାରିପଦା ଏବଂ ବୌଦ୍ଧରେ ରେଡ ଚାଲିଛି।


ବାରିପଦା ପ୍ରଫୁଲ ନଗରରେ ପୈତୃକ ଘର, ବୌଦ୍ଧରେ ଭଡା ଘର, ବୌଦ୍ଧ RTOରେ ଅଫିସ ଚାମ୍ବର, ମୟୁରଭଞ୍ଜରେ ପୈତୃକ ଘର, ପାଣ୍ଡରାରେ ଝିଅର ଭଡ଼ା ଘର ଏବଂ ବାରିପଦାରେ ସହଯୋଗୀଙ୍କ ଘରେ ରେଡ୍ । ଚଢାଉରେ ସାମିଲ ଅଛନ୍ତି ୪ଜଣ DSP, ୭ ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ କର୍ମଚାରୀ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
vigilance-raid-on-buddhist-mvi-golap-chandra-hansda- | Argus News