Videos
|
Odisha

ପ୍ରଧାନଶିକ୍ଷକଙ୍କ ମନମୁଖୀ କାର୍ଯ୍ୟକଳାପକୁ ନେଇ ଅସନ୍ତୋଷ ଗ୍ରାମବାସୀ

Swayangprajna Mishra
Browse all articles by Swayangprajna Mishra
·1 year ago
ପ୍ରଧାନଶିକ୍ଷକଙ୍କ ମନମୁଖୀ କାର୍ଯ୍ୟକଳାପକୁ ନେଇ ଅସନ୍ତୋଷ ଗ୍ରାମବାସୀ

ଅର୍ଗସ ବ୍ୟୁରୋ : ସ୍କୁଲରେ ତାଲା ମାରିଲେ ଗ୍ରାମବାସୀ। ସୋନପୁର ଜିଲ୍ଲା ତରଭା ବ୍ଲକ ଅନ୍ତର୍ଗତ କୁମୁଣ୍ଡେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ତାଲା । ସ୍କୁଲରେ ବିଭିନ୍ନ ସମସ୍ୟା ନେଇ ଆଜି ପ୍ରତିବାଦ କରିଛନ୍ତି ଗ୍ରାମବାସୀ। ସମସ୍ୟାର ସମାଧାନ ପାଇଁ କୁମୁଣ୍ଡେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ତାଲା ପକାଇଛନ୍ତି ଗ୍ରାମବାସୀ।

ଅଧିକ ପଢନ୍ତୁ : ଶିକ୍ଷକ ଅଭାବ ନେଇ ସ୍କୁଲ ଫାଟକରେ ତାଲା ପକାଇଲେ ଛାତ୍ରଛାତ୍ରୀ

 ପ୍ରଧାନଶିକ୍ଷକଙ୍କ ମନମୁଖୀ କାର୍ଯ୍ୟକଳାପକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ସ୍କୁଲ ପରିଚାଳନା। ଏନେଇ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଅବଗତ କରାଇବା ପରେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାରୁ ସ୍କୁଲରେ ତାଲା ମାରିଛନ୍ତି ଗ୍ରାମବାସୀ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Villagers are dissatisfied with the headmaster's arbitrary actions | Argus News