Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ରାଜ୍ୟରେ ଶେଷ ପର୍ଯ୍ୟାୟ ମତଦାନ, ୯ଟା ସୁଦ୍ଧା ୭.୬୯% ଭୋଟ୍‌

Banajyotshna Ray
Browse all articles by Banajyotshna Ray
·2 years ago
ରାଜ୍ୟରେ ଶେଷ ପର୍ଯ୍ୟାୟ ମତଦାନ, ୯ଟା ସୁଦ୍ଧା ୭.୬୯% ଭୋଟ୍‌

ଅର୍ଗସ ବ୍ୟୁରୋ:  ସକାଳ ୯ଟା ସୁଦ୍ଧା ୭.୬୯% ଭୋଟ୍‌। ରାଜ୍ୟରେ ଶେଷ ପର୍ଯ୍ୟାୟ ମତଦାନ ଜାରି। ଶେଷ ପର୍ଯ୍ୟାୟରେ ଆଜି ୬ ଲୋକସଭା ଏବଂ ୪୨ ବିଧାନସଭା ଆସନ ପାଇଁ ପଡୁଛି ଭୋଟ୍‌। ଚତୁର୍ଥ ପର୍ଯ୍ୟାୟରେ ରାଜ୍ୟରେ ସକାଳ ୯ଟା ସୁଦ୍ଧା ୭.୬୯ ପ୍ରତିଶତ ଭୋଟ୍‌ ପଡିଛି। ବେଲେଶ୍ୱର ଜିଲ୍ଲାରେ ୭.୭୭ ପ୍ରତିଶତ ଭୋଟ୍‌ ପଡିଥିବାବେଳେ, ଭଦ୍ରକ ଜିଲ୍ଲାରେ ୭.୭୯ ପ୍ରତିଶତ  ଭୋଟ୍‌ ପଡିଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର: 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
voting report till 9am in odisha today | Argus News