ଶ୍ରମିକଙ୍କ ମଜୁରୀ ବୃଦ୍ଧି କଲେ ରାଜ୍ୟ ସରକାର
·2 years ago

ଭୁବନେଶ୍ୱର: ବଢିଲା ଶ୍ରମିକଙ୍କ ମଜୁରୀ । ଶ୍ରମିକଙ୍କ ମଜୁରୀ ବୃଦ୍ଧି କଲେ ରାଜ୍ୟ ସରକାର । ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ବୃଦ୍ଧି କଲେ ରାଜ୍ୟ ସରକାର।
୪ଟି ବର୍ଗର ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ବଢିଲା। ଅଣକୁଶଳୀ ଶ୍ରମିକଙ୍କ ମଜୁରୀ ୩୫୨ରୁ ୪୫୦ ଟଙ୍କାକୁ ବୃଦ୍ଧି। ଅର୍ଦ୍ଧକୁଶଳୀଙ୍କ ୩୯୨ରୁ ୫୦୦ ଟଙ୍କାକୁ ବୃଦ୍ଧି। କୁଶଳୀଙ୍କ ୪୪୨ରୁ ୫୫୦ ଟଙ୍କାକୁ ବୃଦ୍ଧି କରାଯାଇଛି। ଅତ୍ୟନ୍ତ କୁଶଳୀ ଶ୍ରମିକଙ୍କ ମଜୁରୀ ୫୦୨ରୁ ୬୦୦ ଟଙ୍କାକୁ ବୃଦ୍ଧି।
ଅଧିକ ପଢନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: