ଭୁବନେଶ୍ବର ଓ କଟକ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି
·2 years ago

ଅର୍ଗସ ବ୍ୟୁରୋ : ଆଜି ସକାଳୁ ଭୁବନେଶ୍ବର, କଟକ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ୨୪ ତାରିଖ ବେଳକୁ ଦିନର ତାପମାତ୍ରା ପୁଣି ୩୮ ଡିଗ୍ରୀ ଛୁଇଁବ ବୋଲି ପୂର୍ବାନୁମାନ ହୋଇଛି । ଗତ ୫ ବର୍ଷ ମଧ୍ୟରେ ମାର୍ଚ୍ଚ ୧୬ରୁ ୨୦ ତାରିଖ ଭିତରେ ଏଭଳି ବର୍ଷା ରେକର୍ଡ ହୋଇଛି । ଗତକାଲି ୧୨ଟି ସହରର ସର୍ବାଧିକ ଦିନ ତାପମାତ୍ରା ୨୨ଡିଗ୍ରୀ ତଳେ ରହିଥିଲା ।
ଅଧିକ ପଢନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: