Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ପଡୋଶୀ ରାଜ୍ୟକୁ ଆଳୁ ରପ୍ତାନୀ ବନ୍ଦ କଲା ପଶ୍ଚିମବଙ୍ଗ

Banajyotshna Ray
Browse all articles by Banajyotshna Ray
·1 year ago
ପଡୋଶୀ ରାଜ୍ୟକୁ ଆଳୁ ରପ୍ତାନୀ ବନ୍ଦ କଲା ପଶ୍ଚିମବଙ୍ଗ

ଅର୍ଗସ ବ୍ୟୁରୋ: ପୁଣି ପଶ୍ଚିମବଂଗର ମନମାନୀ। ପଡୋଶୀ ରାଜ୍ୟକୁ ଆଳୁ ରପ୍ତାନୀ ବନ୍ଦ କଲା ପଶ୍ଚିମବଙ୍ଗ। ସୀମାନ୍ତ ପୋଲିସକୁ ସଜାଗ କରାଇଲେ ମମତା ସରକାର । ଅନୁମତି ନପାଇ ବେଲଦା ନିକଟରେ ଅଟକିଛି ଶହ ଶହ ଆଳୁ ଟ୍ରକ । ଓଡ଼ିଶାକୁ ଆଳୁ ନେଇ ଆସିବା ବେଳେ ୬୦ନମ୍ବର ଜାତୀୟ ରାଜପଥ ବେଲଦା ନିକଟରେ ଅଟକାଇଛି ପଶ୍ଚିମବଙ୍ଗ ପ୍ରଶାସନ । ପଶ୍ଚିମବଙ୍ଗ ରେ ଆଳୁ ଦର ହ୍ରାସ ନ ପାଇବା ପର୍ଯ୍ୟନ୍ତ ରପ୍ତାନୀ ବନ୍ଦ ରହିବା ନେଇ ସୂଚନା ମିଳିଛି । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
West Bengal stops potato exports to neighboring states | Argus News