Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ଜୟନ୍ତଙ୍କୁ ପାଖକୁ ଡାକି କଣ କହିଲେ ପ୍ରଧାନମନ୍ତ୍ରୀ ?

Odisha

ଜୟନ୍ତଙ୍କୁ ପାଖକୁ ଡାକି କଣ କହିଲେ ପ୍ରଧାନମନ୍ତ୍ରୀ ?

Banajyotshna Ray
Browse all articles by Banajyotshna Ray
·2 years ago
ଜୟନ୍ତଙ୍କୁ ପାଖକୁ ଡାକି କଣ କହିଲେ ପ୍ରଧାନମନ୍ତ୍ରୀ ?

ଅର୍ଗସ ବ୍ୟୁରୋ:  ଜୟନ୍ତ ଷଡଙ୍ଗୀଙ୍କୁ କଣ କହିଲେ ମୋଦି ? ପାଖକୁ ଡାକିଲେ ଏବଂ ବିଧାୟକ ଜୟନ୍ତ ଷଡଙ୍ଗୀଙ୍କୁ କିଛି କହୁଥିବାର ନଜର ଆସିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଶ୍ରୀମନ୍ଦିରରେ ପଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସକାଳୁ ସକାଳୁ ଭୁବନେଶ୍ୱର ରାଜଭବନରୁ ବାହାରି ପୁରୀ ଅଭିମୁଖେ ବାହାରିଥିଲେ ପ୍ରଧାନମନ୍ତ୍ରୀ ମୋଦି । ପୁରୀରେ ପହଞ୍ଚିବା ପରେ ମହାପ୍ରଭୁଙ୍କୁ ଦର୍ଶନ କରଛନ୍ତି ମୋଦି । ଏହି ସମୟରେ ଜୟନ୍ତ ଷଡଙ୍ଗୀଙ୍କୁ ପାଖକୁ ଡାକି କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ। ପରେ ମହାପ୍ରଭୁଙ୍କ ଦର୍ଶନ କରିସାରିବା ପରେ ବଡ଼ଦାଣ୍ଡରୁ ଆରମ୍ଭ କରିବେ ରୋଡ଼ ସୋ । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
What did the Prime Minister say Jayant sarangi? | Argus News