Videos
|
Odisha

ଦ୍ଵିପ୍ରହର ଧୂପ ପାଇଁ ପାଣି ପକାଉଥିବା ବେଳେ ଟଳି ପଡିଲେ ସୁଆର ବଡୁ ସେବାୟତ

Rashmita Mishra
Browse all articles by Rashmita Mishra
·1 year ago
ଦ୍ଵିପ୍ରହର ଧୂପ ପାଇଁ ପାଣି ପକାଉଥିବା ବେଳେ ଟଳି ପଡିଲେ ସୁଆର ବଡୁ ସେବାୟତ

ଅର୍ଗସ ବ୍ୟୁରୋ: ଶ୍ରୀମନ୍ଦିର ଭିତରେ ଘଟିଲା ଅଘଟଣ। ଦ୍ବିପ୍ରହର ଧୂପ ପାଇଁ ପାଣି ପକାଉଥିବା ବେଳେ ଟଳି ପଡିଲେ ସୁଆର ବଡୁ ସେବାୟତ। ଛାତିରେ ଯନ୍ତ୍ରଣା ହେବାରୁ ତଳେ ପଡ଼ିଗଲେ ସମ୍ପୃକ୍ତ ସେବକ। ସମ୍ପୃକ୍ତ ସେବକ ଜଣକ ହେଉଛନ୍ତି ଜଗା ସୁଆରବଡୁ। ଗୁରୁତର ଅବସ୍ଥାରେ ଚିକିତ୍ସା ପାଇଁ ଆମ୍ବୁଲାନ୍ସ ସାହାଯ୍ୟରେ ସଦର ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।


Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
while-pouring-water-for-the-afternoon-incense-the-servant-of-the-chief-of-the-village-fell-down | Argus News