Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

Swayangprajna Mishra
Browse all articles by Swayangprajna Mishra
·1 year ago
ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଅର୍ଗସ ବ୍ୟୁରୋ : ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ । ଖୋର୍ଦ୍ଧା ଟାଙ୍ଗୀ ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସାରେ ଅବହେଳା ଅଭିଯୋଗ । ଡାକ୍ତରଖାନାରେ ଚାପା ଉତ୍ତେଜନା। ମୃତ ମହିଳା ଟାଙ୍ଗୀ ବଡ଼ପାରି ଗାଁର ଅନୁସୟ ମହାରଣା । ଘରେ କାମ କରୁଥିବା ବେଳେ ଏକ ବିଷାକ୍ତ ସାପ କାମୁଡି ଦେଇଥିଲା ।

ଅଧିକ ପଢନ୍ତୁ : ସଡ଼କ ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ, ୬ ଆହତ

ଅନୁସୟ ସଙ୍ଗେ ସଙ୍ଗେ ଟାଙ୍ଗୀ ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ବେଳେ ଚିକିତ୍ସା ସମୟରେ ତାଙ୍କର ମୃତ୍ୟ ହୋଉଛି । ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ ହୋଇଥିବା ପରିବାର ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି । ପୋଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଛି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Woman dies of snake bite | Argus News