Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବେଆଇନ ମଦ ବିକ୍ରି ବନ୍ଦ ପାଇଁ ଏକାଠି ହେଲେ ୬ ଗ୍ରାମର ମହିଳା

Banajyotshna Ray
Browse all articles by Banajyotshna Ray
·1 year ago
ବେଆଇନ ମଦ ବିକ୍ରି ବନ୍ଦ ପାଇଁ ଏକାଠି ହେଲେ ୬ ଗ୍ରାମର ମହିଳା

ଅର୍ଗସ ବ୍ୟୁରୋ:  ମଦ ବିରୋଧରେ ମହିଳାଙ୍କ ମହାମେଳି । ବେଆଇନ ମଦ ବିକ୍ରି ବନ୍ଦ ପାଇଁ ଏକାଠି ହେଲେ ୬ ଗ୍ରାମର ମହିଳା । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକର ବିଭିନ୍ନ ଗ୍ରାମରେ ଏବେ ଅବାଧରେ ବେଆଇନ ଦେଶୀ ଓ ବିଦେଶୀ ମଦ ବିକ୍ରି ଚାଲିଛି । ବାରମ୍ବାର ଅଭିଯୋଗ କଲେ ମଧ୍ୟ ଅବକାରୀ ବିଭାଗ କୌଣସି କାର୍ଯ୍ୟାନୁଷ୍ଠାନ ନେଉ ନାହିଁ । ଅତିଷ୍ଟ ହୋଇ ମହିଳାମାନେ ମଦ ବିକ୍ରି ବନ୍ଦ କରିବା ପାଇଁ ଆଗକୁ ଆସିଛନ୍ତି ।  ଅବାଧରେ ଦେଶୀ ଓ ବିଦେଶୀ ମଦ ବିକ୍ରି ହେଉଥିବା ବେଳେ ମଦ ପିଇ ଅନେକ ଅସମୟରେ ବିଭିନ୍ନ ରୋଗରେ ଆକ୍ରାନ୍ତ ହୋଇ ଲୋକେ ମୃତ୍ୟୁବରଣ କରୁଛନ୍ତି । ଏଣୁ ମଦ ବନ୍ଦ କରିବା ପାଇଁ ମହିଳାମାନେ ଏକତ୍ରିତ ହୋଇ ଅଣ୍ଟା ଭିଡିଛନ୍ତି।

ଅଧିକ ପଢ଼ନ୍ତୁ ଓଡିଶା ଖବର:
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Women of 6 villages came together to stop the sale of illegal liquor | Argus News