Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News -   27 ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି 

Odisha

  27 ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି 

Manini Pattanayak
Browse all articles by Manini Pattanayak
·1 year ago
  27 ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି 

ଭଭୁବନେଶ୍ୱର:   ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇଛି। ଆସନ୍ତା ୨୪ ଘଣ୍ଟାରେ ବିଜୁଳି ଘଡଘଡି ସହ ଅଧିକାଂଶ ଜିଲ୍ଲାରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। କିଛି ସ୍ଥାନରେ ଘଡଘଡି ସହିତ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ପାଇଁ 27 ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଲଘୁଚାପ ପ୍ରଭାବରେ ଆଗାମୀ ୨୬ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା ରହିଛି । 

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Yellow alert continues for 27 districts | Argus News