Videos
|
Odisha

ପ୍ରବଳ ବର୍ଷା ନେଇ ୨୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

Swoyang prajna Mishra
Browse all articles by Swoyang prajna Mishra
·11 months ago
ପ୍ରବଳ ବର୍ଷା ନେଇ ୨୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

Key Points

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

୨୪ଘଣ୍ଟାରେ ନେବ ଅବପାତର ରୂପ

କାଲି 3 ଜିଲ୍ଲାରେ ଭୀଷଣ ବର୍ଷିବ

24 ଜିଲ୍ଲାକୁ ୟେଲୋ ଆଲର୍ଟ

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ୨୪ ଘଣ୍ଟାରେ ଅବପାତର ରୂପ ନେବା ସମ୍ଭାବନା। ଆଜି ରାଜ୍ୟର ୩ ଜିଲ୍ଲାରେ ଭୀଷଣ ବର୍ଷା ନେଇ ଆଲର୍ଟ। ଲଘୁଚାପ ପ୍ରଭାବରେ ୨୦ ତାରିଖ ଯାଏ ସାରା ରାଜ୍ୟରେ ପ୍ରବଳ ବର୍ଷା ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା ୨୪ ଘଣ୍ଟାରେ ମାଲକାନାଗିରି, କୋରାପୁଟ, ରାୟଗଡ଼ା, ଗଜପତିରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି।


ଏସବୁ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ଆଲର୍ଟ। ଏହା ସହ ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁର ସହ ୨୪ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Yellow alert issued for 24 districts due to heavy rain | Argus News