Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ରାଜ୍ୟରେ ଝଡ ପବନ ସହ ବର୍ଷା ୨୬ ଜିଲ୍ଲାକୁ ୟେଲୋ ଆଲର୍ଟ

Swoyang prajna Mishra
Browse all articles by Swoyang prajna Mishra
·11 months ago
ରାଜ୍ୟରେ ଝଡ ପବନ ସହ ବର୍ଷା ୨୬ ଜିଲ୍ଲାକୁ ୟେଲୋ ଆଲର୍ଟ

Key Points

ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ନେଇ ମଧ୍ୟ ସତର୍କ କରାଯାଇଛି । ଆସନ୍ତାକାଲିଠୁ ରାଜ୍ୟରେ ବଢିବ ବର୍ଷା ପରିମାଣ । ପବନର ବେଗ ଅଧିକ ଯୋଗୁ ସମୁଦ୍ର ଅଶାନ୍ତ ରହିବ ।

ରାଜ୍ୟରେ ଝଡ ପବନ ସହ ବର୍ଷା ନେଇ ଆଜି ୨୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ନେଇ ମଧ୍ୟ ସତର୍କ କରାଯାଇଛି । ଆସନ୍ତାକାଲିଠୁ ରାଜ୍ୟରେ ବଢିବ ବର୍ଷା ପରିମାଣ । ପବନର ବେଗ ଅଧିକ ଯୋଗୁ ସମୁଦ୍ର ଅଶାନ୍ତ ରହିବ ।


ତେଣୁ ଏହି ସମୟରେ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । ଆସନ୍ତାକାଲି ଏକ ଲଘୁଚାପ କ୍ଷେତ୍ର ଦକ୍ଷିଣ ଓଡିଶା ତଥା ଏହାର ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହେବାର ସମ୍ଭାବନା ଥିବା ବେଳେ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଭାରି ବର୍ଷା ସମ୍ଭାବନା ରହିଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Yellow alert issued for 26 districts in the state due to storm and rain | Argus News