Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ବିଦ୍ୟୁତ ଆଘାତରେ ଯୁବକଙ୍କର ମୃତ୍ୟୁ

Odisha

ବିଦ୍ୟୁତ ଆଘାତରେ ଯୁବକଙ୍କର ମୃତ୍ୟୁ

Manini Pattanayak
Browse all articles by Manini Pattanayak
·1 year ago
ବିଦ୍ୟୁତ ଆଘାତରେ ଯୁବକଙ୍କର ମୃତ୍ୟୁ

ଭଦ୍ରକ:  ବିଦ୍ୟୁତ ଆଘାତରେ ଯୁବକର ମୃତ୍ୟୁ । ଏଭଳି ଅଘଟଣ ଘଟିଛି ବାସୁଦେବପୁର ବ୍ଲକ ର ସୁଦର୍ଶନପୁର ଠାରେ । ମୃତ ଯୁବକ ସେହି ଗ୍ରାମର ରାଜେଶ ମହାଳିକ ଙ୍କ ପୁଅ ରଶ୍ମିରଂଜନ ମହାଳିକ । ଆଜି ମଧ୍ୟାହ୍ନରେ ସେ ପରିବା ଗଛରେ ପାଣି ଦେବାକୁ ମୋଟର ସଂଯୋଗ କରୁଥିବା ବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସ ସଂଜ୍ଞାହୀନ ହେଇପଡିଥିଲା ।

ତୁରନ୍ତ ପରିବାର ଲୋକ ଉଧାର କରି ବାସୁଦେବପୁର ମେଡିକାଲ ରେ ଭର୍ତି କରିଥିଲେ । ହେଲେ ଡାକ୍ତର ତାକୁ ମୃତ ଘୋଷଣା କରିଥିଲେ । ରଶ୍ମିର ମୃତ୍ୟୁ ଖବର ଜଣାପଡିବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।    
ଅଧିକ ପଢନ୍ତୁ ଓଡ଼ିଶା ଖବର

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Youth dies of electrocution | Argus News