Horoscope / ଏହି ରାଶିର ବ୍ୟକ୍ତି ବାହାରକୁ ବାହାରିବା ସମୟରେ ସତର୍କ ରୁହନ୍ତୁ
·4 months ago·3 min read

Key Points
ଆଜି କେମିତି କଟିବ ଆପଣଙ୍କ ଦିନ ?
ଜାଣନ୍ତୁ ଆଜିର ରାଶିଫଳ ଖବର
ବାହାରକୁ ବାହାରିବା ସମୟରେ ରୁହନ୍ତୁ ସତର୍କ
ଜାଣନ୍ତୁ ଆଜିର ରାଶିଫଳ ଖବର
ବାହାରକୁ ବାହାରିବା ସମୟରେ ରୁହନ୍ତୁ ସତର୍କ
ମେଷ-
କର୍ମକ୍ଷେତ୍ରରେ ସାଧାରଣ ବ୍ୟତିକ୍ରମ ସୃଷ୍ଟି ହେବାର ସମ୍ଭାବନା ରହିଛି। ଘରକଥା ଆଲୋଚନା କରି ବନ୍ଧୁଙ୍କ ମନରେ ବିଶ୍ୱାସ ହେଲାଭଳି କାମ କରିପାରନ୍ତି। ରାଜନିତି କ୍ଷେତ୍ରରେ ବାଧା ବନ୍ଧନ ନମାନି ଆଗେଇ ଯିବାର ସୁଯୋଗ ପାଇବେ । ଉପରିସ୍ଥ ଙ୍କୁ ଆପଣାର କରି କୃପା ଭାଜନ ହବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ଆରାଧନା କରନ୍ତୁ
ବୃଷ-
ଭୁଲ୍ ବୁଝାମଣା କାରଣରୁ ପରିବାରରେ ସାଧାରଣ କଥାକୁ କେନ୍ଦ୍ରକରି ଝଡ଼ ଉଠିପାରେ। କଳହ ଲାଗିଥିବା ବନ୍ଧୁ ପ୍ରତି ସତର୍କ ନ ରହିଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ସଭାସମିତି , ରାଜନୈତିକ ସ୍ଥିତି ତଥା ପ୍ରଶାସନିକ ସ୍ତରରେ ସଫଳତା ଅବଶ୍ୟ ମିଳିବ । ମାଲିମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟା ସମାଧାନ ହୋଇଯିବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ମିଥୁନ-
ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ଓ ଦୃଢତା ଯୋଗେ ସମ୍ମାନର ଅଧିକାରି ହୋଇପାରିବେ । ସ୍ୱାସ୍ଥ୍ୟ ଠିକ୍ ରହିବାସହ ଅଚାନକ ଧନ ପ୍ରାପ୍ତି ହେବ । ଆନୁଷ୍ଠାନିକ କାମରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ଅତୀତ କଥାକୁ ମନରେ ସ୍ଥାନ ଦେଇ ବିଫଳତାର କାରଣ ଖୋଜିବୁଲିବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ
କର୍କଟ-
ଯାହା ଚାହୁଁଛନ୍ତି ତାହା ହାସଲ କରିବା କଷ୍ଟକର ହେବ ନାହିଁ। ବନ୍ଧୁମାନଙ୍କ ନିକଟରୁ କିଛି ଖରାପ ଖବର ପାଇ ସାମୟିକ ଭାବରେ ବିବ୍ରତ ହେବାକୁ ପଡିପାରେ । ପରିବହନ, ଆମଦାନୀ କାରବାର କ୍ଷେତ୍ରରେ ନିଜ ନିଜର ସ୍ଥାନରେ ବେଶ୍ ଖୁସି ରହିବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ
ସିଂହ-
ପ୍ରତ୍ୟେକ କ୍ଷେତ୍ରରେ ପରିବାରର ପୂର୍ଣ୍ଣ ସହଯୋଗ ମିଳିବ । ଧୈର୍ଯ୍ୟ ନ ହରାଇ କାର୍ଯ୍ୟ କଲେ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ । ରଚନାମତ୍କ କାର୍ୟ୍ୟରେ ଅଗ୍ରଗତି ଘଟିବ ଏବଂ ପ୍ରଶଂସିତ ହୋଇପାରନ୍ତି । ରାଜନୀତିରେ ଭାବମୂର୍ତୀ ରକ୍ଷା କରି ପଟ୍ଟ ପରିବର୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ସୂର୍ଯ୍ୟ ଦେବତାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କନ୍ୟା-
ବନ୍ଧୁଙ୍କ ପରାମର୍ଶ ଅନୁଯାୟୀ କାମକଲେ ଉପକୃତ ହେବେ। ପରିବାରରେ ମଧ୍ୟ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ବନ୍ଧୁଙ୍କ ସହାୟତାରେ ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଚୁକ୍ତିଭିତ୍ତିକ କାମ, ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟିକ ସ୍ଥିତି ମାନ୍ଦା ହେବନାହିଁ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ
ତୁଳା-
ସାଧାରଣ ଘଟଣା ଯୋଗୁ ବନ୍ଧୁଙ୍କ ସହ ବାଦବିବାଦ ଠାରୁ ଦୂରେଇ ରହିବା ଉଚିତ୍ । ସମ୍ପର୍କୀୟ ମାନଙ୍କ ଦ୍ୱାରା ସୁବିଧା ପାଇବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ମାନସିକ ଶାନ୍ତି ମିଳିବ । ରାଜନୀତି ରେ ଈର୍ଷା ପରାୟଣ ବ୍ୟକ୍ତିମାନେ ପ୍ରତିବନ୍ଧକ ସୃଷ୍ଟି କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବିଛା-
କର୍ମ କ୍ଷେତ୍ରରେ ବୁଦ୍ଧିଜୀବିଙ୍କ ନିକଟରୁ ସମ୍ମାନ ଲାବ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଛୋଟ ଛୋଟ କଥାକୁ ନେଇ ବନ୍ଧୁଙ୍କ ଭୁଲ୍ ବୁଝାମଣା ଓ ବେଖାତିର କଥାରୁ ମତାନ୍ତର ଘଟିପାରେ। ବାଣିଜ୍ୟ, ବ୍ୟବସାୟ କିମ୍ବା ପରିବହନରେ ଆକସ୍ମିକ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରିନେଇପାରିବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ପ୍ରଭୁ ନୃସିଂହଙ୍କ ମନ୍ତ୍ର ପାଠ କରନ୍ତୁ
ଧନୁ-
ବ୍ୟବସାୟରେ ବାଧା ଉପୁଜିବା ସହ ସଂଘର୍ଷ ମଧ୍ୟ ଦେଇ ଗତି କରିବେ । ସନ୍ତାନ ପକ୍ଷରୁ ଚିନ୍ତା ଦେଖାଦେଇପାରେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧି ହେବ । ଉଚ୍ଚ ବର୍ଗଙ୍କ ଠାରୁ ସମାଲୋଚିତ ହୋଇପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କୁ ଆରଧନା କରନ୍ତୁ
ମକର-
ପରିବାରର ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ । ବନ୍ଧୁ ଆଜି ଆପଣଙ୍କର ମାର୍ଗଦର୍ଶକ ସାଜିପାରନ୍ତି। କର୍ମକ୍ଷେତ୍ରରେ, ବ୍ୟବସାୟରେ ସ୍ତ୍ରୀଙ୍କ ପରାମର୍ଶ ଗ୍ରହଣକଲେ ମନ୍ଦ ହେବନି। ଯାତ୍ରା ସମୟରେ ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ ହେବ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ
କୁମ୍ଭ-
ଭ୍ରାତୃତ୍ୱ ବନ୍ଧନରେ ନିବିଡତା ପ୍ରାୟ ପ୍ରତ୍ୟେକ କ୍ଷେତ୍ରରେ କାର୍ଯ୍ୟତେ ସହାୟକ ହେବ । ବନ୍ଧୁମିଳନ ସଙ୍ଗକୁ ଖୁସୀର ଆସର ଜମିବ। ବହୁତ ଦିନର ବାକିପଡିଥିବା ଅର୍ଥ ପାଇବା ସହ ଆୟର ମାର୍ଗ ପ୍ରଶସ୍ତ ହେବ । ରାଜନୀତିରେ ପରିଶ୍ରମ ଦ୍ୱାରା କାର୍ଯ୍ୟ ସଫଳ ହେବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ
ମୀନ-
ବ୍ୟବସାୟରେ ଚେଷ୍ଟା କରୁଥିବା କାମରେ ଆଂଶିକ ସଫଳତା ପାଇବେ । ଯେତେ ସୁବିଧା ସୁଯୋଗ ସୃଷ୍ଟିକଲେ ମଧ୍ୟ ଅନ୍ୟମାନେ ନିନ୍ଦାଗାନ କରିପାରନ୍ତି। ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବାରୁ ଆଶ୍ୱସ୍ତି ଲାଭ କରିବେ। ଦୂରଭ୍ରମଣର ଯୋଜନାକରି ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories