Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Politics

ନବୀନ ନିବାସ ଯାଇ ସ୍ୱାସ୍ଥ୍ୟାବସ୍ଥା ବୁଝିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Rashmita Mishra
Browse all articles by Rashmita Mishra
·10 months ago·1 min read
ନବୀନ ନିବାସ ଯାଇ ସ୍ୱାସ୍ଥ୍ୟାବସ୍ଥା ବୁଝିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Key Points

ନବୀନ ପଟ୍ଟନାୟକ ସୁସ୍ଥ ହୋଇ ମେଡିକାଲରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ତାଙ୍କ ପାଖରେ ପହଂଚି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବାବଦରେ ପଚାରି ବୁଝିବା ସହ ମନଖୋଲି କଥା ହୋଇଛନ୍ତି ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବୀନ ନିବାସ ପହଂଚି ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ନବୀନ ପଟ୍ଟନାୟକ ସୁସ୍ଥ ହୋଇ ମେଡିକାଲରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ତାଙ୍କ ପାଖରେ ପହଂଚି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବାବଦରେ ପଚାରି ବୁଝିବା ସହ ମନଖୋଲି କଥା ହୋଇଛନ୍ତି । କେବଳ ମୁଖ୍ୟମନ୍ତ୍ରୀ ନୁହଁନ୍ତି ସୂଚନା ମୁତାବକ ଆଜି ଅନେକ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ପାରନ୍ତି ବୋଲି କୁହାଯାଉଛି ।


ଆହୁରି ପଢନ୍ତୁ: ବିରୋଧୀଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅସୁସ୍ଥ


Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ସୂଚନାଅନୁଯାୟୀ ଡିହାଇଡ୍ରେସନ କାରଣରୁ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଅସୁସ୍ଥ ହୋଇ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ସୁସ୍ଥ ହେବା ପରେ ସେ ନବୀନ ନିବାସ ଫେରିଛନ୍ତି । ସେବେଠାରୁ ଦଳମତ ନିର୍ବିଶେଷରେ ଅନେକ ନେତା ଓ ସମର୍ଥକ ତାଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କରୁଛନ୍ତି ।


ଅଧିକ ପଢନ୍ତୁ ଓଡିଶା ଖବର...

Sponsored
CM Mohan Majhi Visits Naveen Niwas to Inquire About Naveen Patnaik’s Health | Argus News | Argus News