|
logo
Live

Argus News - ଟି-୨୦ ବିଶ୍ୱକପ୍ ଜିତିବା ପରେ ଭାରତୀୟ ଟିମ୍ ଉପରେ ଟଙ୍କା ବର୍ଷା

Sports

ଟି-୨୦ ବିଶ୍ୱକପ୍ ଜିତିବା ପରେ ଭାରତୀୟ ଟିମ୍ ଉପରେ ଟଙ୍କା ବର୍ଷା

Ritu Das
Browse all articles by Ritu Das
·1 year ago
ଟି-୨୦ ବିଶ୍ୱକପ୍ ଜିତିବା ପରେ ଭାରତୀୟ ଟିମ୍ ଉପରେ ଟଙ୍କା ବର୍ଷା

ଅର୍ଗସ ବ୍ୟୁରୋ: ଭାରତୀୟ କ୍ରିକେଟ ଟିମ୍ ଟି-୨୦ ବିଶ୍ୱକପ୍ ବିଜୟୀ ହୋଇ ଦ୍ୱିତୀୟଥର ପାଇଁ ଇତିହାସ ରଚିଛି । ଫାଇନାଲରେ ଦକ୍ଷିଣ ଅଫ୍ରିକାକୁ ୭ ରନରେ ପରାଜିତ କରିବା ପରେ ଭାରତୀୟ ଦଳକୁ ଶୁଭେଚ୍ଛାର ସୁଅ ଛୁଟୁଛି । ଏହି କ୍ରମରେ ବିସିସିଆଇ ବା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ ଭାରତୀୟ ଟିମ ପାଇଁ ବଡ ଘୋଷଣା କରିଛି।

କ୍ୟାଚ୍ ର ରାଜ୍ କହିଲେ ସୂର୍ଯ୍ୟକୁମାର...

ବିସିସିଆଇ ଚେୟାରମ୍ୟାନ ଜୟ ଶାହା କହିଛନ୍ତି ଭାରତୀୟ ଟିମକୁ ପୁରସ୍କାର ରାଶି ଆକାରରେ ୧୨୫ କୋଟି ଟଙ୍କା ପ୍ରଦାନ କରାଯିବ। ବିସିସିଆଇ ସଚିବ ଜୟ ଶାହା ତାଙ୍କ ସୋସିଆଲ ମିଡିଆରେ ଏକ ପୋଷ୍ଟ କରିଛନ୍ତି । ଏଥିରେ ସେ ଭାରତୀୟ ଟିମର ବିଜୟ ପାଇଁ ଦଳକୁ ଶୁଭେଚ୍ଛା ଜଣାଇଛନ୍ତି । ଏହାସହ ଏହି ସଫଳତା ପାଇଁ ଟିମକୁ ୧୨୫ କୋଟି ଟଙ୍କା ପୁରସ୍କାର ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି ।
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ଟି-୨୦ ବିଶ୍ୱକପ୍ ଜିତିବା ପରେ ଭାରତୀୟ ଟିମ୍ ଉପରେ ଟଙ୍କା ବର୍ଷା | Argus News