4 ଖେଳାଳିଙ୍କୁ ମିଳିବ ଖେଳରତ୍ନ ପୁରସ୍କାର
·1 year ago

Key Points
4 ଖେଳାଳିଙ୍କୁ ମିଳିବ ଖେଳରତ୍ନ ପୁରସ୍କାର । ୪ ଖେଳାଳିଙ୍କୁ ମିଳିବ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାର-୨୦୨୪ ।
ଅର୍ଗସ ବ୍ୟୁରୋ: 4 ଖେଳାଳିଙ୍କୁ ମିଳିବ ଖେଳରତ୍ନ ପୁରସ୍କାର । ୪ ଖେଳାଳିଙ୍କୁ ମିଳିବ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାର-୨୦୨୪ । ବିଶ୍ୱ ଚେସ୍ ଚାମ୍ପିଅନ୍ ଗୁକେଶଙ୍କୁ ମିଳିବ ଖେଳରତ୍ନ । ଭାରତୀୟ ହକି ଦଳର ଅଧିନାୟକ ହରମନପ୍ରୀତ ସିଂଙ୍କୁ ମିଳିବ ଖେଳରତ୍ନ । ପାରା ଅଲିମ୍ପିକ୍ସ ସ୍ୱର୍ଣ୍ଣ ବିଜେତା ପ୍ରବୀଣ କୁମାରଙ୍କୁ ମିଳିବ ଖେଳରତ୍ନ । ଅଲିମ୍ପିକ୍ସରେ ୨ଟି ପଦକ ଜିତିଥିବା ସୁଟର୍ ମନୁ ଭାକରଙ୍କୁ ମିଳିବ ଖେଳରତ୍ନ । ଜାନୁଆରୀ ୧୭ରେ ରାଷ୍ଟ୍ରପତି ଭବନରେ ସମ୍ମାନିତ ହେବେ ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: