|
logo
Live
Argus News App
GET APP

Argus News - ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ ଦଳ ଖେଳିବ T-20 ବିଶ୍ୱକପ୍

Sports

ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ ଦଳ ଖେଳିବ T-20 ବିଶ୍ୱକପ୍

Jitendra Dash
Browse all articles by Jitendra Dash
·1 year ago·1 min read
ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ ଦଳ ଖେଳିବ T-20 ବିଶ୍ୱକପ୍

ଅର୍ଗସ ବ୍ୟୁରୋ : ଟି-୨୦ ବିଶ୍ୱକପ୍ ପାଇଁ ଆଜି ଘୋଷଣା ହେଲା ଭାରତୀୟ ଦଳ । ରୋହିତ ଶର୍ମାଙ୍କ ନେତୃତ୍ୱରେ ୧୫ ଜଣିଆ ଦଳ ଘୋଷଣା କରିଛି ବିସିସିଆଇ । ରୋହିତ ଶର୍ମାଙ୍କ ନେତୃତ୍ବରେ ବିଶ୍ବକପ୍ ଖେଳିବ ଭାରତୀୟ ଦଳ । ହାର୍ଦ୍ଦିକ ପାଣ୍ଡ୍ୟା ଭାରତୀୟ ଦଳର ଉପ ଅଧିନାୟକ ରହିଛନ୍ତି ।

ଅଧିକ ପଢନ୍ତୁ ଖେଳ ଖବର

ଭାରତୀୟ ଦଳ – ରୋହିତ ଶର୍ମା (ଅଧିନାୟକ) ବିରାଟ କୋହଲି, ଯଶସ୍ବୀ ଜୟଶ୍ବାଲ ସୂର୍ଯ୍ୟକୁମାର ଯାଦବ, ଋଷଭ ପନ୍ଥ, ଶିଭମ ଦୁବେ, ହାର୍ଦ୍ଦିକ ପାଣ୍ଡ୍ୟା(ଉପ ଅଧିନାୟକ), ରବୀନ୍ଦ୍ର ଜାଡେଜା, ଅକ୍ଷର ପଟେଲ, କୁଲଦୀପ ଯାଦବ, ଯଶପ୍ରୀତ ବୁମରା, ଅର୍ଶଦୀପ ସିଂହ, ଯୁଜବେନ୍ଦ୍ର ଚହଲ, ସଞ୍ଜୁ ସାମସନ ଓ ମହମ୍ମଦ ସିରାଜ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଭାରତୀୟ ଦଳରେ 4 ଜଣ ରିଜର୍ଭ ଖେଳାଳି ହେଲେ- ଶୁଭମନ ଗିଲ, ରିଙ୍କୁ ସିଂହ, ଖଲିଲ ଅହମ୍ମଦ, ଅବେଶ ଖାନ୍ ରିଜର୍ଭ ପ୍ଲେୟାର । ଜୁନ୍ ୨ରୁ ଆରମ୍ଭ ହେବ ଟି-ଟ୍ବେଣ୍ଟି କ୍ରିକେଟ୍ ବିଶ୍ବକପ୍ । ଆମେରିକା ଓ କାନାଡ଼ାରେ ଖେଳାଯିବ ବିଶ୍ବକପ୍ ଟୁର୍ଣ୍ଣାମେଣ୍ଟ ପାକିସ୍ତାନ, ଆୟର୍ଲାଣ୍ଡ, କାନାଡ଼ା, ଆମେରିକା ସହ ଗ୍ରୁପ୍ `A’ରେ ଭାରତ । 

Sponsored
ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ ଦଳ ଖେଳିବ T-20 ବିଶ୍ୱକପ୍ | Argus News