Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Sports

ଅବସର ଘୋଷଣା କଲେ ଭାରତୀୟ ମହିଳା ହକି ଷ୍ଟାର ଦୀପଗ୍ରେସ ଏକା

Ritu Das
Browse all articles by Ritu Das
·2 years ago
ଅବସର ଘୋଷଣା କଲେ ଭାରତୀୟ ମହିଳା ହକି ଷ୍ଟାର ଦୀପଗ୍ରେସ ଏକା

ଅର୍ଗସ ବ୍ୟୁରୋ: ଭାରତୀୟ ହକି ଟିମର ଷ୍ଟାର ଦୀପଗ୍ରେସ ଏକା ଅନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କରିଛନ୍ତି। ଏନେଇ ସେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ହକି ଇଣ୍ଡିଆ ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ଭାରତୀୟ ହକି ଟିମକୁ ପ୍ରଶଂସା କରିଥିଲେ। ଦୀପଗ୍ରେସ ଲେଖିଛନ୍ତି, ଭାରତ ପକ୍ଷରୁ ପ୍ରତିନିଧିତ୍ବ କରିବାର ସୁଯୋଗ ପାଇଥିବାରୁ ସେ ନିଜକୁ ଗର୍ବିତ ମନେ କରୁଛନ୍ତି। 

୧୭ବର୍ଷ ବୟସରେ ୨୦୧୧ ମସିହାରେ କହିରେ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଥିଲେ ଦୀପଗ୍ରେସ। ଆର୍ଜେଣ୍ଟିନାରେ ସେ ପ୍ରଥମ ଟୁର୍ଣ୍ଣାମେଣ୍ଟ ଖେଳିଥିଲେ। 

ଅଧିକ ପଢ଼ନ୍ତୁ କ୍ରୀଡ଼ା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Indian women's | Argus News