ବେଙ୍ଗାଲୁରୁ ଆଗରେ ୨୨୩ ରନର ବିଜୟ ଲକ୍ଷ୍ୟ ରଖିଲା କୋଲକାତା
·2 years ago

ଅର୍ଗସ ବ୍ୟୁରୋ: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)-୨୦୨୪ର ୩୬ତମ ମ୍ୟାଚ୍ରେ ରବିବାର କୋଲକାତା ନାଇଟ୍ ରାଇଡର୍ସ(କେକେଆର) ଓ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ମୁହାଁମୁହିଁ ହୋଇଛନ୍ତି। ସ୍ଥାନୀୟ ଇର୍ଡେନ୍ ଗାର୍ଡେନ୍ସରେ ବେଙ୍ଗାଲୁରୁ ଟସ୍ ଜଣି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା।
ଇତିହାସ ରଚିଲା ହାଇଦ୍ରାବାଦ୍, ୫ ବିଜୟ ସହ ପଏଣ୍ଟ ଟେବୁଲର ଦ୍ୱିତୀୟ ସ୍ଥାନରେ
ଫଳରେ ଶ୍ରେୟସ ଆୟରଙ୍କ ନେତୃତ୍ବରେ ଘରୋଇ ଟିମ୍ କୋଲକାତା ପ୍ରଥମେ ବ୍ୟାଟିଂ କରିଥିଲା। ଦଳ ନିର୍ଦ୍ଧାରିତ ୨୦ ଓଭରରେ ୬ଟି ୱିକେଟ୍ ହରାଇ ୨୨୨ ରନ୍ ସଂଗ୍ରହ କରିଛ। ଫଳରେ ବେଙ୍ଗାଲୁରୁକୁ ୨୨୩ ରନ୍ର ବିଜୟ ଲକ୍ଷ୍ୟ ମିଳିଛି।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ଅଧିକ ପଢ଼ନ୍ତୁ କ୍ରୀଡ଼ା ଖବର