Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Sports

ପ୍ରଥମେ ଟସ୍ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା ମୁମ୍ବାଇ ଇଣ୍ଡିଆନ୍ସ

Jitendra Dash
Browse all articles by Jitendra Dash
·2 years ago
ପ୍ରଥମେ ଟସ୍ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା ମୁମ୍ବାଇ ଇଣ୍ଡିଆନ୍ସ

ଅର୍ଗସ ବ୍ୟୁରୋ : ଆଜି ରାଜସ୍ଥାନର ଜୟପୁରର ସୱାଇ ମାନସିଂ ଷ୍ଟାଡିୟମରେ ମୁହାଁମୁହିଁ ହୋଇଛନ୍ତି ରାଜସ୍ଥାନ ରୟାଲ୍ସ ଓ ମୁମ୍ବାଇ ଇଣ୍ଡିଆନ୍ସ । ପ୍ରଥମେ ମୁମ୍ବାଇ ଇଣ୍ଡିଆନ୍ସ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ । ମୁମ୍ବାଇ ଇଣ୍ଡିଆନ୍ସ ଧାର୍ଯ୍ୟ ୨୦ ଓଭରରେ ୯ ୱିକେଟ ହରାଇ ୧୭୯ ରନ୍ କରିଛି । 

ଅଧିକ ପଢନ୍ତୁ ଖେଳ ଖବର

ଫଳରେ ରାଜସ୍ଥାନ ରୟାଲ୍ସ ପାଇଁ ବିଜୟ ଲକ୍ଷ୍ୟ ୧୮୦ ରନ୍ ରହିଛି । ମୁମ୍ବାଇ ଇଣ୍ଡିଆନ୍ସ ପ୍ରାରମ୍ଭିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ମୁମ୍ବାଇ ଇଣ୍ଡିଆନ୍ସ ପକ୍ଷରୁ ତିଲକ ବର୍ମା ୬୫ ରନ୍ କରିଥିବାବେଳେ ମହମ୍ମଦ ନବୀ ୨୩ ରନ୍, ନେହାଲ ୱାଧେରା ୪୯ ରନ୍, ଟିମ୍ ଡେଭିଡ୍ ୩ ରନ୍ କରିଥିଲେ ।
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Jaiswal, Buttler dominate Mumbai Indians bowlers; RR 61/0 in 6 overs vs MI 177/9 | Argus News