Videos
|
Sports

ପୁଣି ଭାଙ୍ଗିଲା ଚୋକର୍ସ ଦକ୍ଷିଣ ଆଫ୍ରିକାର ୱାର୍ଲଡକପ୍ ସ୍ବପ୍ନ

Manini Pattanayak
Browse all articles by Manini Pattanayak
·1 year ago
ପୁଣି ଭାଙ୍ଗିଲା ଚୋକର୍ସ ଦକ୍ଷିଣ ଆଫ୍ରିକାର ୱାର୍ଲଡକପ୍ ସ୍ବପ୍ନ

ନୂଆଦିଲ୍ଲୀ: ଆଇସିସି ମହିଳା ଟି୨୦ ବିଶ୍ବକପ ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ୩୨ ରନ୍‌ରେ ହରାଇ ପ୍ରଥମ ଥର ଟାଇଟଲ ବିଜୟୀ ହୋଇଛି ନ୍ୟୁଜିଲାଣ୍ଡ। ଅନ୍ୟପକ୍ଷରେ ଚୋକର ନାମକୁ ପ୍ରମାଣିତ କରି କ୍ରମାଗତ ଦ୍ବିତୀୟ ଥର ପାଇଁ ଫାଇନାଲରେ ପରାଜିତ ହୋଇଛି ଦକ୍ଷିଣ ଆଫ୍ରିକା।  ଆମେଲିଆ କେରଙ୍କ ଅଲରାଉଣ୍ଡ ସଫଳତା ବଳରେ ନ୍ୟୁଜିଲାଣ୍ଡ ଏହାର ଆଇସିସି ଟ୍ରଫି ମରୁଡି ଶେଷ କରିଛି। ଦକ୍ଷିଣ ଆଫ୍ରିକା ବିପକ୍ଷରେ ନ୍ୟୁଜିଲାଣ୍ଡର ଆମେଲିଆ କେର୍‌ ପ୍ରଭାବୀ ବ୍ୟାଟିଂ କରିଛନ୍ତି।

ଆମେଲିଆ ୪୩ ରନ୍‌ କରିଥିବା ବେଳେ ନ୍ୟୁଜିଲାଣ୍ଡ ୨୦ ଓଭରରେ ୫ ଉଇକେଟ ହରାଇ ୧୫୮ ରନ୍‌ କରିଥିଲା। ଜବାବରେ ଦକ୍ଷିଣ ଆଫ୍ରିକା ୨୦ ଓଭରରେ ୯ ଉଇକେଟରେ ୧୨୬ ରନ୍‌ରେ ସୀମିତ ରହିଥିଲା। 

ଅଧିକ ପଢନ୍ତୁ କ୍ରୀଡା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: