Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ପଞ୍ଜାବ କିଙ୍ଗସ୍ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା

Sports

ପଞ୍ଜାବ କିଙ୍ଗସ୍ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା

Jitendra Dash
Browse all articles by Jitendra Dash
·2 years ago
ପଞ୍ଜାବ କିଙ୍ଗସ୍ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା

ଅର୍ଗସ ବ୍ୟୁରୋ : ଆଜି ଚଣ୍ଡିଗଡ଼ର ମହାରାଜା ୟୁଦବିନ୍ଦର ସିଂ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳଯାଉଥିବା ମ୍ୟାଚରେ ମୁହାଁମୁହିଁ ହୋଇଛନ୍ତି ପଞ୍ଜାବ କିଙ୍ଗସ୍ ଏବଂ ସନରାଇଜର୍ସ ହାଇଦ୍ରାବାଦ୍  । ଏହି ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ୍ ଅଧିନାୟକ ଶିଖର ଧାୱନ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ । 

ଫଳରେ ସନରାଇଜର୍ସ ହାଇଦ୍ରାବାଦ୍ ଅଧିନାୟକ ପ୍ୟାଟ୍ କୁମିନ୍ସଙ୍କ ନେତୃତ୍ବରେ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିଲା‌ । ଧାର୍ଯ୍ୟ ୨୦ ଓଭରରେ ସନରାଇଜର୍ସ ହାଇଦ୍ରାବାଦ୍ ୯ ୱିକେଟ ୧୮୨ ହରାଇ ରନ୍ କରିଛି । ଫଳରେ ପଞ୍ଜାବ କିଙ୍ଗସ୍ ପାଇଁ ବିଜୟ ଲକ୍ଷ୍ୟ ୧୮୩ ରନ୍ ରହିଛି ।
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Nitish Reddy takes Sunrisers Hyderabad to 182/9 vs Punjab Kings | Argus News