Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Sports

ପ୍ୟାରିସ ଅଲିମ୍ପିକ୍ସ: ୧୦ ମିଟର ଏୟାର ପିସ୍ତଲର ଫାଇନାଲରେ ମନୁ ଭାକର,ବଢିଲା ଭାରତର ପଦକ ଆଶା

Sangram Tripathy
Browse all articles by Sangram Tripathy
·1 year ago
ପ୍ୟାରିସ ଅଲିମ୍ପିକ୍ସ: ୧୦ ମିଟର ଏୟାର ପିସ୍ତଲର ଫାଇନାଲରେ ମନୁ ଭାକର,ବଢିଲା ଭାରତର ପଦକ ଆଶା


ଅର୍ଗସ ବ୍ୟୁରୋ: ପ୍ୟାରିସ ଅଲମ୍ପିକ୍ସ ଆରମ୍ଭ ହୋଇସାରିଥିବାବେଳେ  ଭାରତର ଶୁଟର ମନୁ ଭାକର ୧୦ ମିଟର ଏୟାର ପିସ୍ତଲର ଫାଇନାଲରେ ପ୍ରବେଶ କରିଛନ୍ତି। ଫଳରେ ଭାରତ ପଦକ ମିଳିବା ଆଶା ବଢିଛି।ଶନିବାର ଅନୁଷ୍ଠିତ ଯୋଗ୍ୟତା ପର୍ଯ୍ୟାୟରେ ତୃତୀୟ ସ୍ଥାନରେ ରହି ଏହି ସଫଳତା ପାଇଛନ୍ତି ମନୁ।

୬ ସିରିଜ ଇଭେଣ୍ଟର ହାଫ ଟାଇମ ସୁଦ୍ଧା ସେ ମୋଟ ୩୦୦ରୁ ୨୯୨ ପଏଣ୍ଟ ହାସଲ କରି ଟପ୍‌ ୮ରେ ରହିଥିଲେ। ୩ ବର୍ଷ ତଳେ ଟୋକିଓ ଅଲିମ୍ପିକ୍ସରେ ମନୁ ଭାକର ଯୋଗ୍ୟତା ପର୍ଯ୍ୟାୟରୁ ଆଗକୁ ଯାଇ ପାରି ନଥିଲେ। ଏଥର କିନ୍ତୁ ମନୁଙ୍କ ଠାରୁ ଭାରତ ପଦକ ଆଶା ରଖିଛି।  ରିଦମ ସାଙ୍ଗୱାନ ୧୫ତମ ସ୍ଥାନରେ ରହି ଅଭିଯାନ ଶେଷ କରିଛନ୍ତି

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Paris Olympics: Manu Bhakar boosts India's medal hopes in 10m air pistol final | Argus News