Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଅନ୍ତର୍ଜାତୀୟ ଟି-୨୦ରୁ ଅବସର ନେଲେ ରବୀନ୍ଦ୍ର ଜାଡେଜା

Sports

ଅନ୍ତର୍ଜାତୀୟ ଟି-୨୦ରୁ ଅବସର ନେଲେ ରବୀନ୍ଦ୍ର ଜାଡେଜା

Ritu Das
Browse all articles by Ritu Das
·1 year ago
ଅନ୍ତର୍ଜାତୀୟ ଟି-୨୦ରୁ ଅବସର ନେଲେ ରବୀନ୍ଦ୍ର ଜାଡେଜା

ଅର୍ଗସ ବ୍ୟୁରୋ: ରୋହିତ ଓ କୋହଲିଙ୍କ ପରେ ଅନ୍ତର୍ଜାତୀୟ ଟି-୨୦ରୁ ଅବସର ନେଲେ ଟିମ୍ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା । ଟି-୨୦ରୁ ଅବସର ନେଇ ଜାଡେଜା ନିଜ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି ।

ଟି-୨୦ ଫର୍ମାଟରେ ଜାଡେଜା ୨୦୦୯ରେ ଡେବ୍ୟୁ କରିଥିଲେ । ଶ୍ରୀଲଙ୍କା ବିପକ୍ଷରେ ମ୍ୟାଚ୍ ଖେଳି ଟି-୨୦ରେ କ୍ୟାରିୟର ଆରମ୍ଭ କରିଥିଲେ ଜାଡେଜା । ଦକ୍ଷିଣ ଆଫ୍ରିକା ବିପକ୍ଷରେ ଟି-୨୦ ଫାଇନାଲ ମ୍ୟାଚ୍ ଖେଳିବା ସହ ନିଜର ଅନ୍ତର୍ଜାତୀୟ ଟି-୨୦ ଅଭିଯାନ ଶେଷ କରିଛନ୍ତି ଜାଡେଜା। ଫାଇନାଲରେ ଜାଡେଜା ୨ ରନ୍ କରିଥିବା ବେଳେ ଗୋଟିଏ ଓଭର ବୋଲିଂ କରି ୧୨ ରନ୍ ବ୍ୟୟ କରିଥିଲେ। 

ଅଧିକ ପଢ଼ନ୍ତୁ କ୍ରୀଡ଼ା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
Ravindra Jadeja | Argus News