Videos
|
Sports

ଲିଜେଣ୍ଡସ କ୍ରିକେଟ ଲିଗରେ ଆଜି ଟୋୟମ ହାଇଦ୍ରାବାଦ ସହ ଗୁଜରାଟ ଗ୍ରେଟ ମୁକାବିଲା

Banajyotshna Ray
Browse all articles by Banajyotshna Ray
·1 year ago
ଲିଜେଣ୍ଡସ କ୍ରିକେଟ ଲିଗରେ ଆଜି ଟୋୟମ ହାଇଦ୍ରାବାଦ ସହ ଗୁଜରାଟ ଗ୍ରେଟ ମୁକାବିଲା

ଅର୍ଗସ ବ୍ୟୁରୋ:  ଲିଜେଣ୍ଡସ କ୍ରିକେଟ ଲିଗରେ ଆଜି ଟୋୟମ ହାଇଦ୍ରାବାଦ ସହ ଗୁଜରାଟ ଗ୍ରେଟ ମୁକାବିଲା । ଗତକାଲି ବର୍ଷା ଧୋଇନେଲା କୋଣାର୍କ ସୂୟାର୍ସ ଓଡିଶା ବନାମ ମାଣିପାଲ ଟାଇଗର୍ସ ମ୍ୟାଚ୍ । ସୁରତର ଲାଲ ଭାଇ କଣ୍ଟ୍ରାକ୍ଟର ଷ୍ଟାଡିଅମରେ ଖେଳାଯିବାକୁ ଥିବା ଏହି ମ୍ୟାଚରେ ବର୍ଷା ଯୋଗୁଁ ଟସ ପଡିବା ମଧ୍ୟ ସମ୍ଭବ ହୋଇନାହିଁ। ଏଥିରୁ ଏକ ପଏଣ୍ଟ ପାଇ ସର୍ବମୋଟ ତିନି ପଏଣ୍ଟରେ ଦ୍ଵିତୀୟ ସ୍ଥାନରେ ରହିଛି କୋଣାର୍କ ସୂୟାର୍ସ ଓଡିଶା। ସେପ୍ଟେମ୍ବର 29ରେ ଇଣ୍ଡିଆ କ୍ୟାପିଟାଲ୍ସକୁ ଭେଟିବ କୋଣାର୍କ ସୂୟାର୍ସ ଓଡିଶା।

ଅଧିକ ପଢ଼ନ୍ତୁ ଖେଳ ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Today in Legends Cricket League, Gujarat Great faced Toyam Hyderabad | Argus News