ବିହାରକୁ ମୋଦିଙ୍କ ଉପହାର । 3 ଟି ପ୍ରକଳ୍ପର ଲୋକାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ । ଭିଡିଓ କନଫରେନ୍ସିଂ ମାଧ୍ୟମରେ ତିନୋଟି ପେଟ୍ରୋଲିୟମ ପ୍ରକଳ୍ପକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଉଦଘାଟନ ସମୟରେ ବିହାର ରାଜ୍ୟପାଳ,ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ଙ୍କ ସମେତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଉପସ୍ଥିତ ଥିଲେ ...
#ArgusNews #PM #Narendra_Modi #Petrol_Project