କେନ୍ଦ୍ର ସରକାରଙ୍କ ପାଇଲଟ ପ୍ରୋଜେକ୍ଟରୁ ମିଳିବ ଏହି ଫାଇଦା । ଏନେଇ ସାମାଜିକ ଗଣମାଧ୍ୟମରେ ଉଳ୍ଲେଖ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସ୍ୱର୍ଣ୍ଣିମ ବେଳାଭୂମି ପୁରୀରେ ପର୍ଯ୍ୟଟକ ମାନଙ୍କୁ ସମସ୍ତ ସୁବିଧା ଦେବା ଏବଂ ସ୍ଥାୟୀ ପରିବେଶ ସୃଷ୍ଟି କରିବା ନେଇ BEAMS ଅଧୀନରେ SICOM ବିଗତ ଅଢ଼େଇ ବର୍ଷରେ ୮.୫ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ କରିଛି । ଏହି ଅଞ୍ଚଳକୁ ପାଇଲଟ୍ ବ୍ଲୁ ଫ୍ଲାଗ୍ ବିଚ୍ ଭାବେ ଚିହ୍ନଟ କରାଯାଇଛି ....
#Argusnews #Nationalnews #Odisha #DharmendraPradhan