ଲଘୁଚାପ ପ୍ରଭାବରେ ରାଜ୍ୟରେ ଦୁଇଦିନ ବର୍ଷା । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରବିବାର ଆନ୍ଧ୍ର ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶାରେ ଦୁଇ ଦିନ ବର୍ଷାର ସମ୍ଭାବନା ରହିଛି
#ArgusNews #OdishaNews #WeatherNews