ARGUS SUPERFAST | 26th September 2021 | Argus News
+ ବାତ୍ୟାର ରୂପ ନେଇଛି ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିଂବଳୟ
+ ବାତ୍ୟା ‘ଗୁଲାବ’ର ମୁକାବିଲା ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି + ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଗଜପତି ଜିଲ୍ଲାରେ ଅଫିସରଙ୍କ ଛୁଟି ବାତିଲ କରାଯାଇଛି
+ ଜାତିସଂଘ ସାଧାରଣ ପରିଷଦ ବୈଠକରେ ପାକିସ୍ତାନକୁ ଭାରତର କଡ଼ା ଜବାବ୍
#Cyclone #Gulab #Gajapati #Preparation #NDRF #ODRF #shelters #Odisha #ArgusNews