Wed, Oct 21 | 8:13 a.m.
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଦଶହରାରେ ଅଧିକ ବର୍ଷା ହେବାର ଅନୁମାନ କରାଯାଉଛି । ପ୍ରବଳ ବର୍ଷା ହେବା ନେଇ ଦକ୍ଷିଣ ଓଡିଶା ଜିଲ୍ଲାଗୁଡିକୁ ୱାଣ୍ଣିଂ ଜାରି କରାଯାଇଛି ।
#TheArgus #ArgusUpdate #ArgusOdia #ArgusNews #Headlines #UpdateNews