ଆଉ ଦଶଦିନ ପରେ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା। ସେଥିପାଇଁ ଶ୍ରୀମନ୍ଦିର ପ୍ରଶାସନ, ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନ ପକ୍ଷରୁ ଜାରି ରହିଛି ପ୍ରସ୍ତୁତି। ପ୍ରଥମେ ମୁଖ୍ୟ ପ୍ରଶାସକ ଶ୍ରୀମନ୍ଦିରର ବରିଷ୍ଠ ଅଧିକାରୀ ମାନଙ୍କ ସହ ଆଲୋଚନା ଏହାପରେ ଜିଲ୍ଲାପାଳ ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀ ମାନଙ୍କ ସହ ବୈଠକ ଶେଷ ହୋଇଛି।
#ArgusNews #ArgusNewsTv #Odisha #Puri #RathaYatra