ଆଜି ହେଉଛି ପବିତ୍ର ସାବିତ୍ରୀ ଅମାବାସ୍ୟା । ଭାରତୀୟ ପରମ୍ପରା ଅନୁସାରେ ପ୍ରତ୍ୟେକ ସଧବା ମହିଳାମାନେ ଏହି ବ୍ରତକୁ ପାଳନ କରିଥାନ୍ତି । ସ୍ବାମୀଙ୍କର ଉତ୍ତମ ସ୍ବାସ୍ଥ୍ୟ ଓ ଦୀର୍ଘ ଆୟୁଷ କାମନା କରି ଜ୍ୟେଷ୍ଠ ମାସ ଅମାବାସ୍ୟାରେ ଏହି ବ୍ରତ ପାଳନ କରାଯାଇଥାଏ ।
#ArgusNews #Odisha #ArgusNewsTv #sabitrifestival