ଆଜିଠୁ ଆରମ୍ଭ ହେବ ଆୟୁଷ୍ମାନ ଭାରତ ଡିଜିଟାଲ ମିଶନ। ଦିନ 11ଟାରେ ଭିଡିଓ କନଫରେନ୍ସି ମାଧ୍ୟମରେ ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭ୍ୟ ମଧ୍ୟ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି।
#AyushmanBharatDigitalMission #InaugurationCeremony Narendra Modi #National #ArgusUpdate #ArgusNews