ଆଜିଠୁ ଆରମ୍ଭ ହେଉଛି ବିଧାନସଭା ମୌସୁମୀ ଅଧିବେଶନ । ୯ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନରେ ମୋଟ୍ ୮ ଟି କାର୍ଯ୍ୟ ଦିବସ ରହିଛି । ପ୍ରଥମ ଦିନରେ ୭ ଟି ବିଲ୍ ଓ ଗୋଟିଏ ଅଧ୍ୟାଦେଶ ଗୃହରେ ଉପସ୍ଥାପନ ହେବ ।
#assembly #seasonalsession #ArgusUpdate #Odisha #ArgusNews