ଆଜି ନୂଆ ଜାତୀୟ ଶିକ୍ଷା ନୀତିର ବର୍ଷ ପୂର୍ତ୍ତି। ଭିଡିଓ କନଫରେନ୍ସିଂ ମାଧ୍ୟମରେ ଦେଶର ଶିକ୍ଷା ଏବଂ ଦକ୍ଷତା କ୍ଷେତ୍ରରେ ନୀତି ନିର୍ଦ୍ଧାରକ, ଛାତ୍ର ଓ ଶିକ୍ଷକଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଜାତୀୟ ଶିକ୍ଷା ନୀତି 2020ର ପ୍ରଥମ ବାର୍ଷିକୀ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ଏକାଧିକ ପ୍ରମୁଖ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ।
#ArgusNews #ArgusUpdate #Education Narendra Modi