ଆଜି ମହାପ୍ରଭୁଙ୍କ ଅଣସରର ତ୍ରୟୋଦଶୀ ତିଥି। ଗତକାଲି ପତିମହାପାତ୍ର ଓ ଦଇତାପତି ସେବାୟତ ମାନେ ମହାପ୍ରଭୁଙ୍କ ସୁସ୍ଥତାର ଖବର ଗଜପତି ମହାରାଜାଙ୍କୁ ପ୍ରଦାନ କରିବା ସହ ରଥଯାତ୍ରାର ସୁପରିଚାଳନା ନେଇ ଆଲୋଚନା କରିଛନ୍ତି।
#ArgusNews #Odisha #ArgusUpdateNews #Puri #rajaprasadbije