ଆଜି ଜାତୀୟ କ୍ରୀଡ଼ା ଦିବସ । ହକି ଲିଜେଣ୍ଡ ମେଜର ଧ୍ୟାନଚାନ୍ଦଙ୍କ ଜୟନ୍ତୀ ଅବସରରେ ପ୍ରତିବର୍ଷ ଅଗଷ୍ଟ ମାସ 29 ତାରିଖକୁ ଜାତୀୟ କ୍ରୀଡ଼ା ଦିବସ ଭାବେ ପାଳନ କରାଯାଉଛି। ଖେଳର ଗୁରୁତ୍ବ ସମ୍ପର୍କରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଏହି ଦିବସ ପାଳନ କରାଯାଇଥାଏ।
#ArgusNews #ArgusUpdate #Odisha #NationalSportsDay