ଏଣିକି ପ୍ରାକୃତିକ ସମ୍ପଦ ଓ ଲୋକାଲ ବଡିର ଅଡିଟ କରିବ ସିଏଜି । ଭୁବନେଶ୍ବରରରେ ପ୍ରିନ୍ସିପାଲ ଏଜିଙ୍କ ନୂଆ କାର୍ଯ୍ୟାଳୟ ଉଦଘାଟନ ଅବସରରେ ଏହି ସୂଚନା ଦେଇଛନ୍ତି ସିଏଜି ଗିରିଶ ଚନ୍ଦ୍ର ମୁର୍ମୁ ।
#ComptrollerAndAuditorGeneralofIndia #audit #NaturalResources #localbodies #Bhubaneswar #Odisha #ArgusNews