ଓଡିଶା-ଆନ୍ଧ୍ର ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଆଜି ମଧ୍ୟ ରାଜ୍ୟର 8 ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।
#ArgusNews #ArgusUpdate #Odisha #weather