ମମିତା ମେହେର ହତ୍ୟା ମାମଲାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିରେ କଂଗ୍ରେସର ୬ ଘଣ୍ଟିଆ ହରତାଳ । ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା କଂଗ୍ରେସ । ଏ ନେଇ ଶୁଣନ୍ତୁ କଣ କହୁଛନ୍ତି କଂଗ୍ରେସ ବିଧାୟକ ସୁର ରାଉତରାୟ ।
#MamitaMurderCase #JusticeForMamita #Congress #Protest #Shutdown #ArgusNews