ଆଜି ଖୋଲିଲା ହୀରାକୁଦ ଜଳ ଭଣ୍ଡାରର ୨ଟି ଗେଟ୍ । ଏନେଇ ତଳମୁଣ୍ଡର ୧୨ ଜିଲ୍ଲାପାଳ ଓ ଏସ୍ପିଙ୍କୁ ସତର୍କ ସୂଚନା ଜାରି କରାଯାଇଛି । ତେବେ ଜଳସ୍ତର କ୍ରମାଗତ ଭାବରେ ବୃଦ୍ଧି ପାଉଥିବାରୁ ଏଭଳି ନିଷ୍ପତ୍ତି ନେଇଛନ୍ତି ଡ୍ୟାମ କର୍ତ୍ତୃପକ୍ଷ । ଫଳରେ ନଦୀ ଭିତରକୁ ଯିବା ପାଇଁ ବାରଣ କରାଯାଇଛି ।
#ArgusNews #ArgusUpdate #Odisha #Hirakud_Dam