ଜମ୍ମୁ ବାୟୁସେନା ଷ୍ଟେସନ୍ରେ ଡ୍ରୋନ୍ ଆକ୍ରମଣ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାସଭବନରେ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ପ୍ରମୁଖ ଉପସ୍ଥିତ ଥିଲେ।
#ArgusNews #Odisha #ArgusUpdateNews #JammuKashmir #PM #metting