ଢଉପଲ୍ଲୀ ଜଙ୍ଗଲରୁ ଦନ୍ତା ହାତୀର ମୃତଦେହ ଠାବ। ଉତ୍ତର ଘୁମୁସର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଅଧୀନ ଲାଠିପଡା ବିଟ ଢଉପଲ୍ଲୀ କାଜୁ ଜଙ୍ଗଲରୁ ଦନ୍ତାହାତୀର ମୃତଦେହ ଉଦ୍ଧାର କରାଯାଇଛି।
#ArgusNews #Odisha #ArgusUpdate #ElephantDeath