ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଆରମ୍ଭ ହୋଇଯାଇଛି। ସେପଟେ କନ୍ଧମାଳ, ବଲାଙ୍ଗୀର, ନୟାଗଡ଼, ସୋନପୁର, ଖୋର୍ଧା, ବୌଦ୍ଧ, କଳାହାଣ୍ଡି, ଜଗତସିଂହପୁର ଓ ପୁରୀ ଆଦି ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
#ArgusNews #ArgusNewsTv #Odisha #Monsoon #Lowpressure #rain