ପୋଲ ଉପରେ ଭାସିଲା ବସ୍, ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ତିନି ଦିନ ଧରି ଲଗାଣ ବର୍ଷା ଯୋଗୁଁ ସମ୍ବଲପୁର କୁଚିଣ୍ଡା ଉପଖଣ୍ଡ ବାମରାବ୍ଲକର ବିଭିନ୍ନ ନଦୀରେ ଜଳସ୍ତର ବଢ଼ିବାରେ ଲାଗିଛି ।
#ArgusNews #Odisha #ArgusUpdate #Sambalpur #Kuchinda #BusAccident